ରିପୋର୍ଟ କାର୍ଡ / ସମ୍ବଲପୁର
ଢାବାରେ ଜଣେ ନାବାଳିକାଙ୍କୁ ଗଣ ଦୁଷ୍କର୍ମ ଘଟଣାରେ ୬ ଜଣକୁ ପୋଲିସ ବାନ୍ଧିଛି | ଏଭଳି ଲଜ୍ୟାକର ଘଟଣା ଘଟିଛି ସମ୍ବଲପୁରରେ | ମିଳିଥିବା ସୂଚନା ଅନୁସାରେ- ସମ୍ବଲପୁର ଜିଲ୍ଲା ବୁର୍ଲା ଥାନା ଅନ୍ତର୍ଗତ ୫୩ ନମ୍ବର ଜାତୀୟ ରାଜପଥର ଗୋଶାଳା ଅଞ୍ଚଳରେ ଥିବା ଏକ ଢାବାରେ ଜଣେ ନାବାଳିକାକୁ ଗଣଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି। ଏନେଇ ବୁର୍ଲା ଥାନାରେ ଅଭିଯୋଗ ହେବା ପରେ ପୋଲିସ ୬ ଜଣଙ୍କୁ ଗିରଫ କରି ପଚରାଉଚରା କରୁଛି। ଗିରଫ ଅଭିଯୁକ୍ତମାନେ ହେଲେ ଢାବା ମାଲିକ,ଦଲାଲ ମହିଳା ଓ ୪ଜଣ ଦୁଷ୍କର୍ମକାରୀ ବୋଲି ଜଣାପଡିଛି ।






More Stories
ଶ୍ରୀମନ୍ଦିର ଭିତରେ ମୋବାଇଲରେ କଥା ହେଲେ ଶ୍ରଦ୍ଧାଳୁ…..
ଫେବୃଆରୀରୁ ଆରମ୍ଭ ହେବ ସ୍ୱଚ୍ଛ ସର୍ବେକ୍ଷଣ…..
ରାଉରକେଲା ବିମାନ ଦୁର୍ଘଟଣା:ଆବଶ୍ୟକ ପଡିଲେ ଏୟାର ଲିଫ୍ଟିଙ୍ଗ…..