ରିପୋର୍ଟ କାର୍ଡ / ଭୁବନେଶ୍ୱର
ବିଜୁ ବାବୁଙ୍କ ବିରୋଧରେ ଅପମାନଜନଜ ମନ୍ତବ୍ୟ ପାଇଁ ପଦ ଛାଡ଼ିଲେ ବିଜେଡିର ରାଜ୍ୟସଭା ସାଂସଦ ସସ୍ମିତ ପାତ୍ର। ବିଜେପି ସାଂସଦ ନିଶିକାନ୍ତ ଦୁବେଙ୍କ ମନ୍ତବ୍ୟ ପ୍ରତିବାଦରେ ସସ୍ମିତ ଏହି ପଦକ୍ଷେପ ଗ୍ରହଣ କରି ଯୋଗାଯୋଗ ଏବଂ ସୂଚନା ପ୍ରଯୁକ୍ତି କମିଟି ସଦସ୍ୟ ପଦ ଛାଡ଼ିଛନ୍ତି। କାରଣ ନିଶିକାନ୍ତ ଦୁବେ ଏହି କମିଟିର ଅଧ୍ୟକ୍ଷ ଅଛନ୍ତି। ରାଜ୍ୟସଭା ଅଧ୍ୟକ୍ଷଙ୍କ ପାଖକୁ ରବିବାର ନିଜର ଇସ୍ତଫା ପତ୍ର ପଠାଇଛନ୍ତି।






More Stories
OAS ଅଧିକାରୀଙ୍କୁ ରଥଯାତ୍ରା ଦାୟିତ୍ୱ……
ସୃଷ୍ଟି ହେଲା ଘୂର୍ଣ୍ଣିବଳୟ;ପ୍ରବଳ ବର୍ଷୀବ…..
ବଢିଲା ଧାନ ସଂଗ୍ରହ ଅବଧି…..