ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ବାତ୍ୟା ଗୁଲାବ ପ୍ରଭାବରେ ସମୁଦ୍ରରେ ଡଙ୍ଗା ଓଲଟି ୨ ଜଣଙ୍କର ମୃତ ହୋଇଛି। ଆନ୍ଧ୍ରର ଶ୍ରୀକାକୁଲମରେ ଏହି ଅଘଟଣ ଘଟିଥିବା ଇନିଏ ସୂଚନା ମିଳିଛି। ସମୁଦ୍ରରେ ଭାସି ଯାଇ ଜଣେ ମତ୍ସ୍ୟଜୀବୀ ନିଖୋଜ ଅଛନ୍ତି। ମିଳିଥିବା ସୂଚନା ଅନୁସାରେ- ୬ ଜଣ ମତ୍ସ୍ୟଜୀବୀ ଫେରୁଥିବା ବେଳେ ଉଚ୍ଚ ଜୁଆର ମାଡ଼ରେ ଡଙ୍ଗା ଓଲଟି ପଡିଥିଲା। ତେବେ ୩ ଜଣ ମତ୍ସ୍ୟଜୀବୀ ସୁରକ୍ଷିତ କୂଳକୁ ଫେରିଥିବା ସୂଚନା ମିଳିଛି। ୨୭ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନଯିବାକୁ ପରାମର୍ଶ ଦିଆଯାଇଥିଲା।






More Stories
ଠିକ୍ ସମୟରେ କାମ ନହେଲେ କାର୍ଯ୍ୟାନୁଷ୍ଠାନ…..
ଆଜି ଦେଶବ୍ୟାପି ୬ଘଣ୍ଟିଆ ଧର୍ମଘଟ……
୩୦ ସପ୍ତାହର ଗର୍ଭପାତ ପାଇଁ ଅନୁମତି ଦେଲେ ସୁପ୍ରିମକୋର୍ଟ……