ରିପୋର୍ଟ କାର୍ଡ / ଭୁବନେଶ୍ୱର
ଟ୍ବିନ୍ ସିଟିର ନୂଆ ପୋଲିସ କମିଶନର ଭାବେ ବରିଷ୍ଠ IPS ସଞ୍ଜୀବ ପଣ୍ଡା ଦାୟିତ୍ବ ଗ୍ରହଣ କରିଛନ୍ତି । କମିଶନରେଟ୍ ପୋଲିସ କାର୍ଯ୍ୟାଳୟରେ ସଞ୍ଜୀବ ପଣ୍ଡା ଦାୟିତ୍ବ ଗ୍ରହଣ କରିଛନ୍ତି |କମିଶନରେଟ୍ ପୋଲିସ କାର୍ଯ୍ୟାଳୟରେ ପହଞ୍ଚି ପୂର୍ବତନ ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କ ଠାରୁ ଦାୟିତ୍ବ ଗ୍ରହଣ କରିଛନ୍ତି ନୂଆ ପୋଲିସ କମିଶନର ସଞ୍ଜୀବ ପଣ୍ଡା । ଏହି ଅବସରରେ ନୂଆ କମିଶନରଙ୍କୁ ଗାର୍ଡ ଅଫ୍ ଅନର ଦିଆଯାଇଛି | ଏହି ସମୟରେ ନୂଆ କମିଶନରଙ୍କୁ କଟକ-ଭୁବନେଶ୍ବରର ପୋଲିସ ଅଧିକାରୀ ଭେଟିଛନ୍ତି ।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..