ରିପୋର୍ଟ କାର୍ଡ / ଭୁବନେଶ୍ୱର
ଡିଜି ପାହ୍ୟାକୁ ପଦୋନ୍ନତି ପାଇଲେ ସଞ୍ଜୀବ ପଣ୍ଡା, ଯଶୋବନ୍ତ ଜେଠୱା। ଏଡିଜିରୁ ଡିଜି ପାହ୍ୟାକୁ ପଦୋନ୍ନତି ଦେଲେ ରାଜ୍ୟ ସରକାର। ପଦୋନ୍ନତି ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅନୁମୋଦନ ଦେଇଛନ୍ତି। ଆସନ୍ତା ୧୬ ତାରିଖରେ ଡିଜିପି ଖୁରାନିଆଙ୍କ କାର୍ଯ୍ୟକାଳ ସରୁଛି।
More Stories
ବର୍ଷାକୁ ନେଇ ବଡ଼ ଅପଡେଟ୍:ଜାରି ହେଲା ଆଲର୍ଟ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ:ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ…..