ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟ ସରକାରଙ୍କ ପକ୍ଷରୁ ସରୋଜ କୁମାର ପ୍ରଧାନଙ୍କୁ ସରକାରୀ ଦଳ ମୁଖ୍ୟ ସଚେତକ ଭାବେ ନିଯୁକ୍ତ କରାଯାଇଛି। ବୌଦ୍ଧ ବିଧାୟକ ସରୋଜ ପ୍ରଧାନ ସରକାରୀ ଦଳ ମୁଖ୍ୟ ସଚେତକ ଭାବେ ନିଯୁକ୍ତ ହୋଇଛନ୍ତି। ସେହିପରି ସରକାରୀ ଦଳର ଉପମୁଖ୍ୟ ସଚେତକ ଭାବେ ରେମୁଣା ବିଧାୟକ ଗୋବିନ୍ଦ ଚନ୍ଦ୍ର ଦାସଙ୍କୁ ନିଯୁକ୍ତି ମିଳିଛି । ଏନେଇରାଜ୍ୟ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି ।






More Stories
ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି…..
ପ୍ରମଥ ପଟ୍ଟନାୟକ କମିଶନର ଅଧ୍ୟକ୍ଷ…..
ଓଡ଼ିଶା ବନ୍ଦ ଡାକରାର ପ୍ରଭାବ…..