ରିପୋର୍ଟକାର୍ଡ / ଗୁଣପୁର
ଗୁଣପୁର ପଦ୍ମପୁର ଥାନା ସାରିଗାଡା ଗାଁରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି। ଲିକିଟିପଦର ସରପଞ୍ଚଙ୍କ ସ୍ଵାମୀ ଏବଂ ଶ୍ଵଶୁରଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ହତ୍ୟାକାଣ୍ଡର କାରଣ ଜଣାପଡିନଥିବାବେଳେ ଗାଁ ଦାଣ୍ଡରେ ବାପ-ପୁଅଙ୍କ ମୃତଦେହ ପଡିରହିଛି। ଖବର ପାଇ ପଦ୍ମପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଧିକ ଛାନଭିନ୍ ଜାରି ରଖିଛି।






More Stories
୧ରୁ ସୁଭଦ୍ରା ନୂଆ ଆବେଦନ…..
ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ….
ସରିଲା ଯୁକ୍ତ ୨ ପରୀକ୍ଷା:୪୫ ଦିନ ଭିତରେ ରେଜଲ୍ଟ…..