ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ରାଜ୍ୟସଭା ସାଂସଦ ସସ୍ମିତ ପାତ୍ରଙ୍କୁ କୋଇଲା ଓ ଖଣି ମନ୍ତ୍ରାଳୟ ପରାମର୍ଶଦାତା କମିଟିର ହେଲେ ସଦସ୍ୟ । ପୂର୍ବରୁ ଆଇନ ମନ୍ତ୍ରାଳୟ ପରାମର୍ଶଦାତା କମିଟିର ସଦସ୍ୟ ଭାବେ ଚୟନ ହୋଇଛନ୍ତି । ଖବର ଅନୁଯାୟୀ,ବିଜୁ ଜନତା ଦଳ ପକ୍ଷରୁ ସସ୍ମିତ ପାତ୍ର ୨ୟ ଥର ପାଇଁ ରାଜ୍ୟସଭାକୁ ନିର୍ବାଚିତ ହୋଇଛନ୍ତି । ୨୦୨୮ରେ ସସ୍ମତିଙ୍କ କାର୍ଯ୍ୟକାଳ ସରିବ । ତେବେ ଗତ କିଛି ଦିନ ତଳେ ସସ୍ମତି ରାଜ୍ୟସଭାକୁ ନିର୍ବାଚିତ ହେବା ପରେ ତାଙ୍କୁ ମିଳିଥିଲେ ଏକ ଗୁରୁଦାୟିତ୍ୱ । ସେ ଆଇନ୍ ମନ୍ତ୍ରାଳୟ ପରାମର୍ଶଦାତା କମିଟିର ସଦସ୍ୟ ଭାବେ ଚୟନ ହୋଇଥିଲେ । ଆଉ ଏବେ କୋଇଲା ଓ ଖଣି ମନ୍ତ୍ରାଳୟର ପରାମର୍ଶଦାତା କମିଟିର ସଦସ୍ୟ ଭାବେ ଚୟନ ହୋଇଛନ୍ତି






More Stories
ଶପଥ ନେଲେ ତାରିକ ରହମାନ…..
ନାବାଳିକାକୁ ଦୁଷ୍କର୍ମ ଓ ପ୍ରସବ ଘଟଣା:ସିଲ୍ ହେବ ନର୍ସିଂହୋମ୍…..
ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କଲେ ରାଜ୍ୟପାଳ…..