ରିପୋର୍ଟ କାର୍ଡ / ନୂଆଦିଲ୍ଳୀ / ଭୁବନେଶ୍ବର
ରାଜ୍ୟସଭା ଅଧ୍ୟକ୍ଷ ତଥା ଉପରାଷ୍ଟ୍ରପତି ଭେଙ୍କିୟା ନାଇଡୁ ଉପାଧ୍ୟକ୍ଷ ପ୍ୟାନେଲର ପୁନର୍ଗଠନ କରିଛନ୍ତି। ଏଥିରେ ଓଡ଼ିଶାର ରାଜ୍ୟସଭା ସାଂସଦ ସସ୍ମିତ ପାତ୍ରଙ୍କ ସମେତ ଭୁବନେଶ୍ବର କଳିଟା, ଇନ୍ଦୁବାଳା ଗୋସ୍ବାମୀ, ଡ. ଏଲ୍ ହନୁମନ୍ଥୟାହ, ତିରୁଚି ଶିବା, ଭି.ବିଜୟସାଇ ରେଡ୍ଡୀ ସଦସ୍ୟ ଭାବେ ସ୍ଥାନ ପାଇଛନ୍ତି।
More Stories
ଅନିଲଙ୍କ ସମ୍ପତ୍ତି ବାଜ୍ୟାପ୍ତ କଲା ED, ରହିଛି ଭୁବନେଶ୍ୱର ଲିଙ୍କ୍…..
ତୁରନ୍ତ ରୋକନ୍ତୁ ଏସଆଇଆର୍…..
ସୃଷ୍ଟି ହେଲା ଘୂର୍ଣ୍ଣିବଳୟ,ବାତ୍ୟା ଆଶଙ୍କା…..