Report Card Odisha

| Daily Odia News

ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଲେ ସସ୍ମିତ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ରାଜ୍ୟସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର। ସେ ନିଜର ଇସ୍ତଫା ପତ୍ର ଦଳର ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇ ଦେଇଥିବା ସୂଚନା ମିଳିଛି। ଇସ୍ତଫାର ସ୍ପଷ୍ଟ କାରଣ ଏପର୍ଯ୍ୟନ୍ତ ଜଣାପଡ଼ି ନ ଥିଲେ ମଧ୍ୟ, ଏହାକୁ ନେଇ ଚର୍ଚ୍ଚା ଜୋର ଧରିଛି। ସସ୍ମିତ ପାତ୍ରଙ୍କ ଇସ୍ତଫା ପରେ ଏବେ ରାଜ୍ୟ ସଭାରେ ଦଳର ନେତୃତ୍ୱ କିଏ ନେବ, ସେ ନେଇ ଆଲୋଚନା ଆରମ୍ଭ ହେଉଛି।

Breaking News