ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ପରଲୋକରେ ‘ମିଷ୍ଟର ଇଣ୍ଡିଆ’ର କ୍ୟାଲେଣ୍ଡର। ବଲିଉଡର ଜଣାଶୁଣା ଅଭିନେତା, ନିର୍ଦ୍ଦେଶକ ତଥା ଫିଲ୍ମ ନିର୍ମାତା ସତୀଶ କୌଶିକଙ୍କ ପରଲୋକ ହୋଇଛି। ୬୬ ବର୍ଷ ବୟସରେ ତାଙ୍କର ଦେହାନ୍ତ ଘଟିଛି। ହୃତଘାତରେ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ସତୀଶଙ୍କ ପରଲୋକ ନେଇ ସାଥୀ କଳାକାର ଅନୁପମ ଖେର ଟୁଇଟ୍ କରି ସୂଚନା ଦେଇଛନ୍ତି। ଦୀର୍ଘ ୪୫ ବର୍ଷର ବନ୍ଧୁତ୍ୱରେ ପୂର୍ଣ୍ଣଛେଦ ପଡ଼ିଛି ବୋଲି କହିଛନ୍ତି ଅନୁପମ ଖେର। ସେହିରପି ବଲିଉଡ ଅଭିନେତ୍ରୀ କଙ୍ଗନା ରଣାୱତ ମଧ୍ୟ ସତୀଶଙ୍କ ପରଲୋକରେ ଶୋକ ପ୍ରକାଶ କରିଛନ୍ତି।






More Stories
ଆଫଗାନିସ୍ତାନରେ ବୋମା ମାଡ଼ କଲା ପାକ୍……
ମମତା ଙ୍କ ଘରେ ସିଆଇଡ଼ି ଚଢ଼ାଉ…..
ବିବାହ ପୂର୍ବରୁ ଶାରୀରିକ ସମ୍ପର୍କ କଳଙ୍କ ନୁହେଁ…..