ରିପୋର୍ଟ କାର୍ଡ / କଟକ
ବ୍ରହ୍ମପୁର ଏମକେସିଜି ର ଏବେ କଟକ ଏସ୍ସିବି ମେଡିକାଲ କଲେଜରୁ ଆସିଛି ରାଗିଂ ଅଭିଯୋଗ। ଏମ୍ବିବିଏସ୍ ଶେଷ ବର୍ଷ ଛାତ୍ରଙ୍କ ବିରୋଧରେ ରାଗିଂ ଅଭିଯୋଗ ଆଣିଛନ୍ତି ପ୍ରଥମ ବର୍ଷ ଛାତ୍ର। ଅଭିଯୋଗକୁ ଗ୍ରହଣ କରି ଏସ୍ସିବି ଆଣ୍ଟି ରାଗିଂ କମିଟିର ବୈଠକ ବସିଛି। ଅଭିଯୋଗକାରୀ ଛାତ୍ର ଦେଇଥିବା ତଥ୍ୟ ଆଧାରରେ ଆରମ୍ଭ ହୋଇଛି ତଦନ୍ତ |
More Stories
ଆଜିଠୁ ପୁରୁଣା ଗାଡ଼ି କୁ ପେଟ୍ରୋଲ-ଡିଜେଲ ମନା…..
କମିଲା ଗ୍ୟାସ୍ ଦର……
ଆଜି ହେରାପଞ୍ଚମୀ ନୀତି,ନନ୍ଦିଘୋଷ ରଥ ଭାଙ୍ଗିବେ ମହାଲକ୍ଷ୍ମୀ…..