ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଲଗାଣ ବର୍ଷା ହେତୁ ବନ୍ୟା ସ୍ଥିତି ସୃଷ୍ଟି ହୋଛି | ଚାରିଆଡେ ଜଳାମୟ ହୋଇଯାଇଛି | ରାସ୍ତା ଉପରେ ଚାଲିଛି ଆଣ୍ଠୁଏ ଉଞ୍ଚାରେ ପାଣି | ଧନ ଜୀବନ ବାଧାପ୍ରାପ୍ତ ହୋଇଛି | ବର୍ଷା ଓ ବନ୍ୟା ସ୍ଥିତିକୁ ଦେଖି ଆଜି ସମ୍ବଲପୁର, ଅନୁଗୁଳ, ବଲାଙ୍ଗୀର, କେନ୍ଦୁଝର, ମୟୂରଭଞ୍ଜ, ଝାରସୁଗୁଡ଼ା, ସୁନ୍ଦରଗଡ଼, ବରଗଡ଼, ରାୟଗଡ଼ା ଜିଲ୍ଲାରେ ସବୁ ସ୍କୁଲ ଓ କଲେଜ ଛୁଟି ଘୋଷଣା କରାଯାଇଛି। ସେହିପରି ଯାଜପୁର ଜିଲ୍ଲାର ୪ଟି ବ୍ଲକକୋରେଇ, ଯାଜପୁର, ବିଞ୍ଝାରପୁର ଓ ଦଶରଥପୁର ରେ ସମସ୍ତ ସ୍କୁଲ ଓ କଲେଜ ଛୁଟି ଘୋଷଣା କରାଯାଇଥିବା ସୂଚନା ମିଳିଛି।






More Stories
ନିର୍ମାଣ ହେବ ନୂଆ ରାଜସ୍ୱ ଭବନ…..
ସୌମ୍ୟ ହତ୍ୟା ମାମଲା:ଝାରପଡ଼ା ଜେଲ୍ରେ କ୍ରାଇମବ୍ରାଞ୍ଚ…..
ତ୍ରୁଟିଶୂନ୍ୟ ରଥଯାତ୍ରା ଉପରେ ଗୁରୁତ୍ଵ…..