ରିପୋର୍ଟ କାର୍ଡ / ଉମରକୋଟ
ଚନ୍ଦାହାଣ୍ଡି ବ୍ଲକ୍ ଅନ୍ତର୍ଗତ ମୋହରା ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ସ୍କୁଲ୍ ବସ୍ ଭାରସାମ୍ୟ ହରାଇ ଗଛରେ ପିଟି ହେବାରୁ ୧୫ ଛାତ୍ରଛାତ୍ରୀ ଆହତ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ୨ଜଣ ଛାତ୍ରଛାତ୍ରୀଙ୍କ ଅବସ୍ଥା ଗୁରୁତର ରହିଛି। ଆହତ ଛାତ୍ରଙ୍କୁ ଚନ୍ଦାହାଣ୍ଡି ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିବାବେଳେ ଦୁଇ ଜଣ ଗୁରୁତର ଛାତ୍ରଛାତ୍ରୀଙ୍କୁ କୋରାପୁଟ ଓ ଭବାନୀପାଟଣା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
More Stories
ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଗୁରୁତ୍ୱପୂର୍ଣ୍ଣ ବୈଠକ…..
ଜୁନ ପ୍ରଥମ ସପ୍ତାହ ସୁଦ୍ଧା ସଂପୂର୍ଣ୍ଣ ରାମ ମନ୍ଦିର…..
ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ରାହୁଲ ଓ ଖଡଗେ…..