ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜିରାଜ୍ୟର ସମସ୍ତ ସରକାରୀ ଅଫିସ୍, ସ୍କୁଲ ଓ କଲେଜ ବନ୍ଦ ରହିଛି | ରାଜ୍ୟ ସରକାର ସରକାରୀ ଛୁଟି ଭାବେ ଘୋଷଣା କରିଛନ୍ତି । ଏହି ପରିପ୍ରେକ୍ଷୀରେ ଯଜ୍ଞଶାଳାରେ ଅଙ୍କୁର ପୂଜା, ମଣ୍ଡଳ ଓ ଧ୍ୱଜା ସ୍ଥାପନ ଇତ୍ୟାଦି କର୍ମ ଜାରିରହିଛି | ଆଜି ଅପରାହ୍ନ ଗୋଟାଏ ୧୫ରୁ ସାଢ଼େ ଗୋଟାଏ ମଧ୍ୟରେ ଶୁଭଲଗ୍ନରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ।





More Stories
କ୍ୟାବିନେଟ ବୈଠକରେ ୪ ପ୍ରସ୍ତାବକୁ ମୋହର…..
ରାତି୧୦ଟାରେ ଉଠିବ ମହାଦୀପ…..
ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…..