ରିପୋର୍ଟ କାର୍ଡ / ଭୁବନେଶ୍ୱର
ଏଥର ଖରାଛୁଟି ମାତ୍ର ୧୧ ଦିନ । ଜୁନ୍ ୬ରୁ ୧୬ ଯାଏଁ ସ୍କୁଲରେ ଖରା ଛୁଟି ଘୋଷଣା । କୋଭିଡ଼ ପାଇଁ ପାଠପଢା ବ୍ୟାହତ ହୋଇଥିବାରୁ ଖରାଛୁଟି କାଣ୍ଟଛାଣ୍ଟ କରାଯାଇଛି ବୋଲି ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି । ପରବର୍ତ୍ତୀ ନିର୍ଦ୍ଦେଶ ଯାଏଁ ଜାରି ରହିବ ସକାଳୁଆ ସ୍କୁଲ । ମେ ପହିଲାରୁ ଜୁନ୍ ୫ ଯାଏ ସକାଳ ୬ରୁ ୯ଟା ପର୍ଯ୍ୟନ୍ତ କ୍ଲାସ ଚାଲିବାକୁ ଥିବା ବେଳେ ଏପ୍ରିଲ୍ ୨୦ରୁ ୩୦ ପର୍ଯ୍ୟନ୍ତ ପ୍ରଥମରୁ ନବମ ଶ୍ରେଣୀ ଲାଗି ନୂଆ ଆଡ୍ମିଶନ୍ ଓ ରିଆଡମିଶନ ଚାଲୁ ରହିବ ।






More Stories
ଦାୟିତ୍ୱ ବାଣ୍ଟିଲେ ନବୀନ…..
ହେରିଟେଜ୍ ହ୍ରଦ ବିନ୍ଦୁ ସାଗର…..
୪ ଲକ୍ଷର ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ…..