ରିପୋର୍ଟ କାର୍ଡ / ଭୁବନେଶ୍ବର
ଦୀର୍ଘଦିନ ଧରି ବିଦ୍ୟାଳୟରେ ଅନୁପସ୍ଥିତ ରହୁଥିବା ଶିକ୍ଷକମାନଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନେବା ଆରମ୍ଭ କରିଦେଇଛନ୍ତି ସରକାର | ଏହି ପ୍ରକ୍ରିୟା ଜାରିରହିବବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀରରଞ୍ଜନ ଦାଶ ମଧ୍ୟ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଯେଉଁ ଶିକ୍ଷକମାନେ ଦୀର୍ଘ ଦିନ ଧରି ଅନୁପସ୍ଥିତ ରହୁଛନ୍ତି ଓ ନୋଟିସର ଜବାବ ରଖୁନାହାନ୍ତି, ସେମାନଙ୍କ ବିରୋଧରେ ନୀତିଗତ କାର୍ଯ୍ୟାନୁଷ୍ଠାନ ନେଇ ନିଷ୍ପତ୍ତି ହୋଇଛି। ସେହିପରି ଏ ଯାଏଁ ୯୬ ଜଣ ଶିକ୍ଷକଙ୍କ ଖୋଜ ଖବର ମିଳୁନାହିଁ। ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି।






More Stories
ଘୂର୍ଣ୍ଣିଝଡ଼ ସମ୍ଭାବନା କମ୍….
ଏସିଆନ୍ ଗେମ୍ସ: ଭାରତକୁ ୬ ସ୍ୱର୍ଣ୍ଣ, ୫ମ ସ୍ଥାନରେ ଭାରତ…..
ଡିଏଭି କଳିଙ୍ଗନଗରରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ….