ରିପୋର୍ଟ କାର୍ଡ / ଭୁବନେଶ୍ୱର
ଶୁକ୍ରବାରଠୁ ସକାଳୁଆ ସ୍କୁଲ ନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି । ତାପମାତ୍ରାକୁ ନଜରରେ ରଖି ସ୍କଲକୁ ସକାଳୁଆ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି । ସକାଳ ସାଢେ ୬ଟାରୁ ଆରମ୍ଭ ହୋଇ ବିଦ୍ୟାଳୟ ସାଢେ ୧୦ଟାରେ ସରିବ । ଏହି ନିୟମ ପ୍ରଥମରୁ ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କ ପାଇଁ ଲାଗୁ କରାଯିବ । ନିୟମକୁ ତତକ୍ଷଣାତ୍ ଲାଗୁ ନେଇ ସମସ୍ତ ଜିଲ୍ଲାପାଳ ଙ୍କୁ ଗଣଶିକ୍ଷା ସଚିବଙ୍କ ଚିଠି ଲେଖି ନିର୍ଦ୍ଦେଶ ଦେଇଛନ୍ତି ।






More Stories
ମଣ୍ଡି ଦାୟିତ୍ଵରେ ରହିବେ ମନ୍ତ୍ରୀ…..
ଷ୍ଟାଡିୟମ ଭିତରକୁ ପାଣି ବୋତଲ, କଏନ,କଲମ ମନା…..
ଲଘୁ ଖଣିଜରୁ ସଂଗୃହୀତ ପାଣ୍ଠି ସେହି ଜିଲ୍ଲାରେ ଖର୍ଚ୍ଚ କରାଯିବ……