ରିପୋର୍ଟ କାର୍ଡ / ଭୁବନେଶ୍ୱର
ଶୁକ୍ରବାରଠୁ ସକାଳୁଆ ସ୍କୁଲ ନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି । ତାପମାତ୍ରାକୁ ନଜରରେ ରଖି ସ୍କଲକୁ ସକାଳୁଆ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି । ସକାଳ ସାଢେ ୬ଟାରୁ ଆରମ୍ଭ ହୋଇ ବିଦ୍ୟାଳୟ ସାଢେ ୧୦ଟାରେ ସରିବ । ଏହି ନିୟମ ପ୍ରଥମରୁ ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କ ପାଇଁ ଲାଗୁ କରାଯିବ । ନିୟମକୁ ତତକ୍ଷଣାତ୍ ଲାଗୁ ନେଇ ସମସ୍ତ ଜିଲ୍ଲାପାଳ ଙ୍କୁ ଗଣଶିକ୍ଷା ସଚିବଙ୍କ ଚିଠି ଲେଖି ନିର୍ଦ୍ଦେଶ ଦେଇଛନ୍ତି ।






More Stories
ଭୁବନେଶ୍ୱର କୋର୍ଟକୁ ବୋମା ଧମକ…..
ଝଡ଼ବର୍ଷା ସମ୍ଭାବନା !ୟେଲୋ ଓ୍ବାର୍ନିଂ ଜାରି…..
ଜଳବାୟୁ ପରିବର୍ତ୍ତନ ରୋକିବାକୁ ବୃକ୍ଷରୋପଣ ହିଁ ଏକମାତ୍ର ସମାଧାନ…..