ରିପୋର୍ଟ କାର୍ଡ / ଭୁବନେଶ୍ୱର
ଭୁବନେଶ୍ୱରରେ ହେବ ସାଇନ୍ସ ସିଟି । ଏଥିପାଇଁ ବିଜ୍ଞାନ ଓ କାରିଗରୀ ମନ୍ତ୍ରୀ ଜୋରଦାର କସରତ ଚଳାଇଛନ୍ତି । ବିହାରର ପାଟନା ସାଇନ୍ସ ସିଟି ଦେଖି ଫେରିବା ପରେ ରାଜଧାନୀ ଭୁବନେଶ୍ବରରେ ଏପରି ଏକ ସାଇନ୍ସ ସିଟି ପ୍ରତିଷ୍ଠା କରିବା ପାଇଁ ମନ ବଳାଇଛନ୍ତି ବିଜ୍ଞାନ ଓ କାରିଗରୀ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର । ସେଠାକାର ଅଧିକାରୀଙ୍କ ସହ ବୈଠକ ମଧ୍ୟ କରିଛନ୍ତି ମନ୍ତ୍ରୀ । ଖୁବଶୀଘ୍ର ବିହାରର ଅଧିକାରୀ ଓଡିଶା ଆସିବେ ।ଭୁବନେଶ୍ୱରରେ ସାଇନ୍ସ ସିଟି ନିର୍ମାଣ ପାଇଁ ସେମାନଙ୍କର ପରାମର୍ଶ ନିଆଯିବ । ଭୁବନେଶ୍ୱରରେ 100 ଏକର ଜମିରେ ନିର୍ମାଣ ହେବ ସାଇନ୍ସ ସିଟି ।






More Stories
ବେଆଇନ ନିଯୁକ୍ତି ନେଇ ତାଗିଦ…..
ନୂଆ ରୂପ ନେବ ରାଜ୍ୟର ସବୁ ବସ୍ଷ୍ଟାଣ୍ଡ…..
୧୦ ପ୍ରସ୍ତାବ ଉପରେ ରାଜ୍ୟ କ୍ୟାବିନେଟ୍ ମୋହର…..