ରିପୋର୍ଟ କାର୍ଡ / ଭୁବନେଶ୍ୱର
କୋଲକାତା ପରି ଓଡ଼ିଶାରେ ବି ପ୍ରତିଷ୍ଠା ହେବ ସାଇନ୍ସ ସିଟ । ରାଜଧାନୀ ଭୁବନେଶ୍ୱରରେ ପ୍ରତିଷ୍ଠା ହେବ ସାଇନ୍ସ ସିଟି । ଏଥିପାଇଁ ରାଜ୍ୟ ସରକାର ୩୦ଏକର ଜମି ପ୍ରଦାନ କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଅନୁମୋଦନ ଦେଇଛନ୍ତି । ସେଇଭଳି ପୁରୀ ଠାରେ ଜିଲ୍ଲା ବିଜ୍ଞାନ ଓ ପ୍ଲାନିଟୋରିୟମ କେନ୍ଦ୍ର ପ୍ରତିଷ୍ଠା ହେବ । ସେଠାରେ ଜଗନ୍ନାଥ ସଂସ୍କୃତିର ସମସ୍ତ ତଥ୍ୟ ସ୍ଥାନ ପାଇବ । ସାତକୋଶିଆ ଅଂଚଳରେ ଜାତୀୟ ସ୍ତରର ଆଞ୍ଚଳିକ ସାତକୋଶିଆ ବାୟୋ ସ୍ପିୟାର ମ୍ୟୁଜିୟମ ହେବ ବୋଲି ବିଜ୍ଞାନ ଓ କାରିଗରୀ ମନ୍ତୀ ଅଶୋକ ପଣ୍ଡା ବିଧାନସଭାରେ ଉତ୍ତର ରଖି କହିଛନ୍ତି ।






More Stories
କାଲିଠୁ ମହଙ୍ଗା ହେବ ବିମାନଯାତ୍ରା…..
ନବୀନଙ୍କୁ ଟାର୍ଗେଟ୍ କଲେ ମନମୋହନ…..
ପ୍ରମିଳାଙ୍କ ବାସଭବନରେ ନେତାଙ୍କ ମେଳି…..