ରିପୋର୍ଟକାର୍ଡ / ଭୁବନେଶ୍ୱର
ଭାରତ-ପାକିସ୍ତାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଶୁକ୍ରବାର ବାଲେଶ୍ବର ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟିରେ ସୁରକ୍ଷା ବୈଠକ ହେବ। ଏହି ସୁରକ୍ଷା ବୈଠକ ଡାକିଛନ୍ତି ପୂର୍ବାଞ୍ଚଳ ରେଞ୍ଜ ଡିଆଇଜି। ଅପରାହ୍ନ ୨ଟାରେ PXE କ୍ୟାମ୍ପସରେ ବୈଠକ ହେବ। ବୈଠକରେ ITR ନିର୍ଦ୍ଦେଶକ, PXE ନିର୍ଦ୍ଦେଶକ, ଜିଲାପାଳ, ଏସ୍ପି ଯୋଗଦେବାର କାର୍ଯ୍ୟକ୍ରମ ରହିଛି।






More Stories
ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍…..
ବଜେଟ ଫୋକସ୍ରେ ମଧ୍ୟବିତ୍ତ…..
ମୟୂରଭଞ୍ଜ ଗସ୍ତର ରାଷ୍ଟ୍ରପତିଙ୍କ ଅନ୍ତିମଦିନ…..