ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ବରିଷ୍ଠ କଂଗ୍ରେସ ନେତା ଧର୍ମପୁରି ଶ୍ରୀନିବାସଙ୍କ ପରଲୋକ ଘଟିଛି। ହୃତଘାତରେ ପ୍ରାଣ ହରାଇଛନ୍ତି ଏହି ବରିଷ୍ଠ ନେତା। ମୃତ୍ୟୁ ବେଳକୁ ତାଙ୍କୁ ୭୬ ବର୍ଷ ବୟସ ହୋଇଥିଲା। କିଛି ଦିନ ହେବ ଶ୍ରୀନିବାସଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଭଲ ନଥିଲା। ଆଜି ହଠାତ୍ ହୃଦଘାତରେ ତାଙ୍କ ମୃତ୍ୟୁ ଘଟିଛି। ଆନ୍ଧ୍ରପ୍ରଦେଶର ପୂର୍ବତନ କଂଗ୍ରେସ କମିଟି(PCC) ସଭାପତି ଥିଲେ ଶ୍ରୀନିବାସ। ଏହା ସାଙ୍ଗକୁ ସେ ସାଂସଦ ଓ ରାଜ୍ୟ ସରକାରରେ ମନ୍ତ୍ରୀ ମଧ୍ୟ ଥିଲେ। ଶ୍ରୀନିବାସଙ୍କ ମୃତ୍ୟୁରେ ଅନେକ ବିଶିଷ୍ଟ ନେତା ଶୋକବ୍ୟକ୍ତ କରିଛନ୍ତି।






More Stories
ଭାରତ ବନ୍ଦରେ ୩୦କୋଟି ଶ୍ରମିକ ସାମିଲ…..
ଠିକ୍ ସମୟରେ କାମ ନହେଲେ କାର୍ଯ୍ୟାନୁଷ୍ଠାନ…..
ଆଜି ଦେଶବ୍ୟାପି ୬ଘଣ୍ଟିଆ ଧର୍ମଘଟ……