ରିପୋର୍ଟ କାର୍ଡ / ଭୁବନେଶ୍ୱର
ବରିଷ୍ଠ କଂଗ୍ରେସ ନେତା ତଥା ଜୟପୁର ବିଧାୟକ ତାରା ବାହିନୀପତି ଅସୁସ୍ଥ ଥିବା ସୂଚନା ମିଳିଛି। ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ବର୍ତ୍ତମାନ ତାରା ବାହିନୀପତିଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ତାଙ୍କ ପତ୍ନୀ ତଥା କୋରାପୁଟ ଜିଲ୍ଲା କଂଗ୍ରେସ ସଭାନେତ୍ରୀ ମିନାକ୍ଷୀ ବାହିନୀପତି ସୂଚନା ଦେଇଛନ୍ତି। ସୂଚନାଥାଉ କି, ଗତକାଲି ତାରା ବାହିନୀପତି କରୋନା ପଜିଟିଭ ଚିହ୍ନଟ ହୋଇଥିବା ନେଇ ସୂଚନା ମିଳିଛି ।






More Stories
ରାଜଧାନୀରେ ଏନ୍କାଉଣ୍ଟର୍…..
ପୁଣି ୨ ଅଭିଯୁକ୍ତଙ୍କୁ ଏନ୍କାଉଣ୍ଟର…..
ସିଧା ଏନକାଉଣ୍ଟର…..