ରିପୋର୍ଟ କାର୍ଡ / ଭୁବନେଶ୍ୱର
ବରିଷ୍ଠ ଆଇପିଏସ୍ ଅଧିକାରୀ ଅରୁଣ ଷଡ଼ଙ୍ଗୀଙ୍କୁ ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍ସି)ର ଅଧ୍ୟକ୍ଷ ଭାବେ ନିଯୁକ୍ତି ହୋଇଛନ୍ତି | ଶ୍ରୀ ଷଡ଼ଙ୍ଗୀଙ୍କୁ ୬ ବର୍ଷ ପାଇଁ ରାଜ୍ୟ ସରକାର ନିଯୁକ୍ତି କରିଛନ୍ତି | ଏ ନେଇ ସାଧାରଣ ପ୍ରଶାସନ ଓ ଅଭିଯୋଗ ବିଭାଗ ପକ୍ଷରୁ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି। ରାଜ୍ୟ ପୁଲିସ ବିଭାଗର ଅନ୍ୟତମ ଦକ୍ଷ ଅଧିକାରୀ ଶ୍ରୀ ଷଡ଼ଙ୍ଗୀ ଏବେ ବିଜୁ ପଟ୍ଟନାୟକ ପୋଲିସ ଏକାଡେମୀର ନିର୍ଦ୍ଦେଶକ ଅଛନ୍ତି। ଏହା ପୂର୍ବରୁ ସେ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଦାୟିତ୍ୱରେ ଥିଲେ।






More Stories
ଗୁଳି କରି ବ୍ୟବସାୟୀଙ୍କୁ ହତ୍ୟା…..
ବିଜେଡିରେ ସୁଜାତା ସାମିଲ;ବିଜେଡି ୨ ଫାଳ!….
ମାଗଣା ମିଳିବ ସ୍କୁଲ୍ ବ୍ୟାଗ୍……