ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଏନଡି ଟିଭିର ବରିଷ୍ଠ ସାମ୍ବାଦିକ କମାଲ ଖାନନଙ୍କ ପରଲୋକ ହୋଇଛି। ଆଜି ସକାଳେ ତାଙ୍କର ମୃତ୍ୟୁ ଘଟିଥିବା ନେଇ ତାଙ୍କ ପତ୍ନୀ ସୂଚନା ଦେଇଛନ୍ତି । ସେ ଦୀର୍ଘ ସମୟ ଧରି ପ୍ରିଣ୍ଟ ମିଡ଼ିଆରେ କାର୍ଯ୍ୟ କରିବା ପରେ ଏନଡି ଟିଭିରେ କ୍ୟାରିୟର ଆରମ୍ଭ କରିଥିଲେ । ସେ ଏକ ଦଶକ ଧରି ସାମ୍ବାଦିକତାରେ ସକ୍ରିୟ ରହିବା ସହ ଖବର ପରିବେଷଣ କରିବାର ସ୍ୱତନ୍ତ୍ର ଶୈଳୀ ପାଇଁ ବେଶ୍ ଲୋକପ୍ରିୟ ଥିଲେ । କମାଲଙ୍କ ମୃତ୍ୟୁରେ ସାରା ସାମ୍ବାଦିକ ଜଗତରେ ଶୋକର ଲହରୀ ଖେଳିଯାଇଛି ।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ଇଣ୍ଡିଆ ବ୍ଲକ ନେତାଙ୍କୁ ସାକ୍ଷାତ କରିବେନି CJI….
୬୦୦ କକ୍ରୋଚ୍ ପାର୍ଟି ସମର୍ଥକ ଅଟକ….