ରିପୋର୍ଟ କାର୍ଡ / ଭୁବନେଶ୍ଵର
ବରିଷ୍ଠ ଓଡ଼ିଆ ଗୀତିକାର ତଥା ନିର୍ଦ୍ଦେଶକ ବୃନ୍ଦାବନ ଜେନାଙ୍କର ପରଲୋକ ଘଟିଛି। ବୁଧବାର ଏନେଇ ତାଙ୍କ ପରିବାର ପକ୍ଷରୁ ସୂଚନା ଦିଆଯାଇଛି। ସ୍ନାୟୁଜନିତ ସମସ୍ୟାରେ ପୀଡ଼ିତ ହୋଇ ଗତ କିଛି ମାସ ହେବ ସେ କଟକ ଏସସିବି ମେଡିକାଲ୍ ଆଇସିୟୁରେ ଭର୍ତ୍ତି ହୋଇଥିଲେ। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ଘଟିଛି। ପ୍ରାୟ ୩୦ରୁ ଅଧିକ ଓଡ଼ିଆ ଚଳଚ୍ଚିତ୍ର ପାଇଁ ସଙ୍ଗୀତ ରଚନା କରିଛନ୍ତି ବୃନ୍ଦାବନ ଜେନା।






More Stories
ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ବାଜିଲା ବିଗୁଲ୍…..
ବାଇକ୍ ଆରୋହୀଙ୍କ ଉପରେ ଚଢ଼ିଗଲା ଆମ ବସ୍…..
ବର୍ଷା ସହ ବିଜୁଳି-ଘଡ଼ଘଡ଼ି ସମ୍ଭାବନା……