ରିପୋର୍ଟ କାର୍ଡ / ବଲାଙ୍ଗୀର
ଆଜି ବଲାଙ୍ଗୀରରେ ସିରିଜ୍ ଦୁର୍ଘଟଣା ଘଟିଛି। ଟ୍ରକ,ମିନି ଟ୍ରକ,ବାଇକ ମଧ୍ୟରେ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି। ଦୁର୍ଘଟଣାରେ ୨ ଗୁରୁତରଙ୍କୁ ବଲାଙ୍ଗୀର ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଆରଟିଓ କାର୍ଯ୍ୟାଳୟରେ ଛକ ନିକଟରେ ଗାଈକୁ ବଞ୍ଚାଇବାକୁ ଯାଇ ଦୁର୍ଘଟଣା ଘଟିଛି ବୋଲି ସୂଚନା ମିଳିଛି।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ଡିଏଭି କଳିଙ୍ଗନଗରରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ….