ରିପୋର୍ଟ କାର୍ଡ / ଭୁବନେଶ୍ବର
ପୋଲିସ ଡିଜି ଓ୍ବାଇବି ଖୁରାନିଆଙ୍କ କାର୍ଯ୍ୟକାଳ ବୃଦ୍ଧି ହୋଇଛି । ୧୬ ଅଗଷ୍ଟ ୨୦୨୬ ପର୍ଯ୍ୟନ୍ତ କାର୍ଯ୍ୟକାଳ ବଢାଇଛନ୍ତି ରାଜ୍ୟ ସରକାର । ସର୍ବନିମ୍ନ ୨ ବର୍ଷ କାର୍ଯ୍ୟ କରିବା ନେଇ କାର୍ଯ୍ୟକାଳ ବଢାଯାଇଛି । ସୂଚନାଯୋଗ୍ୟ ଗତ ମାସରେ ପୋଲିସ ମହାନିର୍ଦ୍ଦେଶକ ଭାବେ ୧୯୯୦ ବ୍ୟାଚର ଭାରତୀୟ ପୋଲିସ ସେବା ଅଧିକାରୀ ଯୋଗେଶ ବାହାଦୂର ଖୁରାନିଆ ଦାୟିତ୍ବ ଗ୍ରହଣ କରିଛନ୍ତି । ରାଜ୍ୟ ପୋଲିସ ମୁଖ୍ୟାଳୟରେ ସେ କାର୍ଯ୍ୟକାରୀ ପୋଲିସ ମହାନିର୍ଦ୍ଦେଶକ ଅରୁଣ ଷଡଙ୍ଗୀଙ୍କଠାରୁ ଦାୟିତ୍ବ ଗ୍ରହଣ କରିଥିଲେ ।






More Stories
ଚାଷୀଙ୍କ ସମସ୍ୟା ନେଇ ରାସ୍ତାକୁ ଓହ୍ଲାଇବ ବିଜେଡି…..
ବିଜେପି ନେତାଙ୍କ ଉପରେ ହେଉ କାର୍ଯ୍ୟାନୁଷ୍ଠାନ…..
ଆସନ୍ତାକାଲି ଯୁକ୍ତ ଦୁଇ ପରୀକ୍ଷା ଫଳ….