ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଶ୍ରୀନଗର ନିକଟସ୍ଥ ଝେଲମ ନଦୀରେ ଏକ ଡଙ୍ଗା ବୁଡ଼ି ଯାଇଥିବା ସୂଚନା ମିଳିଛି। ଡଙ୍ଗା ବୁଡିଯିବା ପରେ ଅନେକ ଯାତ୍ରୀ ନିଖୋଜ ହୋଇଯାଇଛନ୍ତି। ରାଜ୍ୟ ବିପର୍ଯ୍ୟୟ ମୁକାବିଲା ଫୋର୍ସ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଅଛନ୍ତି। ଖବର ଅନୁସାରେ- ଉଦ୍ଧାରକାର୍ଯ୍ୟ ଜାରି ରହିଛି। ଗତ ଦୁଇ ଦିନ ଧରି ଲଗାତାର ବର୍ଷା ହେବା ଫଳରେ ଝେଲମ ସମେତ ଅନେକ ଜଳପ୍ରପାତରେ ଜଳ ସ୍ତର ବୃଦ୍ଧି ପାଇଥିଲା। ଆଜି ହଠାତ୍ ଏକ ଯାତ୍ରୀବାହୀ ଡଙ୍ଗା ବୁଡ଼ି ଯାଇଥିବା ସୂଚନା ମିଳିଛି।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ଇଣ୍ଡିଆ ବ୍ଲକ ନେତାଙ୍କୁ ସାକ୍ଷାତ କରିବେନି CJI….
୬୦୦ କକ୍ରୋଚ୍ ପାର୍ଟି ସମର୍ଥକ ଅଟକ….