ରିପୋର୍ଟ କାର୍ଡ / ଭୁବନେଶ୍ୱର
କେନ୍ଦ୍ର ଗୃହ ଏବଂ ସମବାୟ ମନ୍ତ୍ରୀ ଅମିତ ଶାହ ଦିନିକିଆ ଓଡ଼ିଶା ଗସ୍ତରେ ଆସିବା ସମ୍ଭାବନା ଅଛି। ଆସନ୍ତା ୨୧ରେ ଶ୍ରୀ ଶାହ ଭୁବନେଶ୍ବର ଗସ୍ତରେ ଆସିପାରନ୍ତି। ଏହି ଦିନ ଭୁବନେଶ୍ବରରେ ସମବାୟ ବିଭାଗ ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ସେ େଯାଗଦେବା ସମ୍ଭାବନା ରହିଛି। ଏ ନେଇ ଚୂଡ଼ାନ୍ତ ହୋଇନଥିବା ପାର୍ଟି ସୂତ୍ରରୁ ଜଣାପଡିଛି।
More Stories
ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି…..
ପ୍ରମଥ ପଟ୍ଟନାୟକ କମିଶନର ଅଧ୍ୟକ୍ଷ…..
ଓଡ଼ିଶା ବନ୍ଦ ଡାକରାର ପ୍ରଭାବ…..