ରିପୋର୍ଟ କାର୍ଡ / ଭୁବନେଶ୍ୱର
ଦିନିକିଆ ଓଡ଼ିଶା ଗସ୍ତ ସାରି ଦିଲ୍ଲୀ ଫେରିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ସେ ସ୍ଵତନ୍ତ୍ର ବାୟୁସେନା ବିମାନରେ ଦିଲ୍ଲୀ ଫେରିଛନ୍ତି । ତେବେ ଆଜି ଓଡ଼ିଶାରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଏହାପରେ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଦେଢ଼ ଘଣ୍ଟାରୁ ଅଧିକ ସମୟ ଧରି ଦଳୀୟ ନେତୃତ୍ବଙ୍କ ସହ ଆଲୋଚନା କରିଥିଲେ । ଏହାପରେ ସେ ସେ ପୁଣିଥରେ ଦିଲ୍ଲୀ ଫେରିଥିବାବେଳେ ତାଙ୍କୁ ବିଦାୟ ସମ୍ବର୍ଦ୍ଧନା ବିମାନ ବନ୍ଦରରେ ଦିଆଯାଇଥିଲା ।






More Stories
ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା:କୋର୍ଟରେ ଆତ୍ମସମର୍ପଣ କଲେ ସଂଗ୍ରାମ ବେହେରା…..
ଗଣଶିକ୍ଷାମନ୍ତ୍ରୀଙ୍କ ଇସ୍ତଫା ଦାବି କଲା କମ୍ୟୁନିଷ୍ଟ…..
ସ୍ବର୍ଣ୍ଣ ଜିତିଲେ ମୀରାବାଈ ଚାନୁ…..