ରିପୋର୍ଟ କାର୍ଡ / ସମ୍ବଲପୁର
ମହିମା ଗୋସାଇଁ-ଶାଲିମାର ଏକ୍ସପ୍ରେସ୍ ଲାଇନଚ୍ୟୁତ ହୋଇଛି । ଆଜି ସମ୍ବଲପୁର ନିକଟରେ ସକାଳ ୯ଟା ୧୮ମିନିଟରେ ଲାଇନଚ୍ୟୁତ ହୋଇଥିବା ସୂଚନା ଦେଇଛି ପୂର୍ବତଟ ରେଲୱେ । ଟ୍ରେନର ଜେନେରାଲ କୋଚର ଗୋଟିଏ ବଗି ଲାଇନଚ୍ୟୁତ ହୋଇଛି । ଟ୍ରେନଟି ଭୁବନେଶ୍ୱରରୁ ସମ୍ବଲପୁର ଯାଉଥିଲା ବେଳେ ସମ୍ବଲପୁର ସିଟି ଷ୍ଟେସନ ନିକଟରେ ଲାଇନଚ୍ୟୁତ ହୋଇଥିଲା । ସମସ୍ତ ଯାତ୍ରୀ ସୁରକ୍ଷିତ ରହିଛନ୍ତି ।






More Stories
ପାନ ମସଲାକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ବୟାନ…..
ରାଷ୍ଟ୍ରପତିଙ୍କ ଗସ୍ତ:୩୦ ପ୍ଲାଟୁନ ଫୋର୍ସ ମୁତୟନ…..
କ୍ୟାବିନେଟ ବୈଠକରେ ୧୨ ପ୍ରସ୍ତାବକୁ ମଞ୍ଜୁରୀ…..