ରିପୋର୍ଟ କାର୍ଡ / ସମ୍ବଲପୁର
ମହିମା ଗୋସାଇଁ-ଶାଲିମାର ଏକ୍ସପ୍ରେସ୍ ଲାଇନଚ୍ୟୁତ ହୋଇଛି । ଆଜି ସମ୍ବଲପୁର ନିକଟରେ ସକାଳ ୯ଟା ୧୮ମିନିଟରେ ଲାଇନଚ୍ୟୁତ ହୋଇଥିବା ସୂଚନା ଦେଇଛି ପୂର୍ବତଟ ରେଲୱେ । ଟ୍ରେନର ଜେନେରାଲ କୋଚର ଗୋଟିଏ ବଗି ଲାଇନଚ୍ୟୁତ ହୋଇଛି । ଟ୍ରେନଟି ଭୁବନେଶ୍ୱରରୁ ସମ୍ବଲପୁର ଯାଉଥିଲା ବେଳେ ସମ୍ବଲପୁର ସିଟି ଷ୍ଟେସନ ନିକଟରେ ଲାଇନଚ୍ୟୁତ ହୋଇଥିଲା । ସମସ୍ତ ଯାତ୍ରୀ ସୁରକ୍ଷିତ ରହିଛନ୍ତି ।






More Stories
ନିର୍ମାଣ ହେବ ନୂଆ ରାଜସ୍ୱ ଭବନ…..
ସୌମ୍ୟ ହତ୍ୟା ମାମଲା:ଝାରପଡ଼ା ଜେଲ୍ରେ କ୍ରାଇମବ୍ରାଞ୍ଚ…..
ତ୍ରୁଟିଶୂନ୍ୟ ରଥଯାତ୍ରା ଉପରେ ଗୁରୁତ୍ଵ…..