ରିପୋର୍ଟ କାର୍ଡ / ପୁରୀ
ପଶ୍ଚିମବଙ୍ଗର ଦୀଘା ଜଗନ୍ନାଥ ମନ୍ଦିର ପ୍ରସଙ୍ଗରେ ଗୁରୁବାର ପ୍ରବଳ ବର୍ଷିଛନ୍ତି ଗୋବର୍ଦ୍ଧନ ପୀଠ ମୁଖ୍ୟ ତଥା ଜଗଦ୍ଗୁରୁ ଶଙ୍କରାଚାର୍ଯ୍ୟ। ସେ କହିଛନ୍ତି, ଏହି ମନ୍ଦିରର ନିର୍ମାଣ ଧର୍ମୀୟ ଭାବନା ପାଇଁ ନୁହେଁ, ଆୟ ପାଇଁ ଏହା କରାଯାଇଛି। ବହୁତ ସଂଖ୍ୟାରେ ଭକ୍ତ ପଶ୍ଚିମବଙ୍ଗରୁ ପୁରୀକୁ ଆସିଥାନ୍ତ। ଏହାକୁ ଦୃଷ୍ଟିରେ ରଖି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଜାଣିଶୁଣି ଦୀଘାରେ ଜଗନ୍ନାଥ ମନ୍ଦିର କରିଛନ୍ତି।






More Stories
ବର୍ଷାକୁ ନେଇ ବଡ଼ ଅପଡେଟ୍:ଜାରି ହେଲା ଆଲର୍ଟ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ:ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ…..