Report Card Odisha

| Daily Odia News

ଶରତ ପଟ୍ଟନାୟକ ହେଲେ ନୂଆ ପିସିସି ସଭାପତି…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଶରତ ପଟ୍ଟନାୟକ ହୋଇଛନ୍ତି ନୂଆ ପିସିସି ସଭାପତି | ଆଜି ସଭାପତିଙ୍କ ନାମ ଘୋଷଣା କରିଛନ୍ତି କଂଗ୍ରେସ ହାଇକମାଣ୍ଡ । ଶରତଙ୍କ ନାମ ଅଖିଳ ଭାରତୀୟ କଂଗ୍ରେସ କମିଟି (ଏଆଇସିସି) ପକ୍ଷରୁ ଘୋଷଣା କରାଯାଇଛି । ନୂଆ ପିସିସି ସଭାପତି ଚୟନ ନେଇ ଏଆଇସିସି ପକ୍ଷରୁ ଏକ ପ୍ରେସ୍ ରିଲିଜ୍ କରାଯାଇଛି । ଦ୍ଵିତୀୟ ଥର ପାଇଁ ପିସିସି ସଭାପତି ହୋଇଛନ୍ତି ଶରତ |  ବଲାଙ୍ଗୀରର ପୂର୍ବତନ ଲୋକସଭା ସାଂସଦ ଶରତ ପଟ୍ଟନାୟକ ୨୦୦୧ରୁ ୨୦୦୩ ଯାଏଁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ସଭାପତି ଭାବେ ଦାୟିତ୍ୱ ତୁଲାଇଥିଲେ।

ସୂଚନା ଅନୁସାରେ-ନିରଞ୍ଜନ ପଟ୍ଟନାୟକଙ୍କ ଇସ୍ତଫା ଗୃହୀତ ନେଇ ଏଆଇସିସି ପକ୍ଷରୁ  ସୂଚନା ମିଳିଛି |

Breaking News