ରିପୋର୍ଟ କାର୍ଡ / ଭୁବନେଶ୍ୱର
ସରିଲା ୱେବ ପୋର୍ଟାଲ ମାଲିକାଣୀ ଶର୍ମିଷ୍ଠା ରାଉତଙ୍କର ଲୁଚକାଳି ଖେଳ | ବହୁଚର୍ଚ୍ଚିତ ମାନସ ସ୍ୱାଇଁ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଶର୍ମିଷ୍ଠା ଗିରଫ ହୋଇଛନ୍ତି | ଆଜି ଭଦ୍ରକ ନଳାଙ୍ଗରୁ ଶର୍ମିଷ୍ଠାଙ୍କୁ ଭଦ୍ରକ ପୋଲି ଓ କ୍ରାଇମବ୍ରାଞ୍ଚ ଟିମ ଗିରଫ କରିଛି | ଅନ୍ୟ ୫ ଅଭିଯୁକ୍ତଙ୍କ ସହ ୧୦ ଦିନ ରିମାଣ୍ଡ ପାଇଁ ଆବେଦନ ହେବ | ଶର୍ମିଷ୍ଠାଙ୍କ ସହ ତାଙ୍କ ସହଯୋଗୀ ଝୁନା ଭୋଇ ବି ଗିରଫ ହୋଇଛନ୍ତି । ଉଭୟଙ୍କୁ ଆଜି ଚାନ୍ଦବାଲି ଜେଏମଏଫସି କୋର୍ଟରେ ହାଜର କରାଯିବ ବୋଲି ସୂଚନା ମିଳିଛି । ଏନେଇ କ୍ରାଇମବ୍ରାଞ୍ଚ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ କରି ସୂଚନା ଦିଆଯାଇଛି |






More Stories
ଏସ୍ସିବି ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି…..
୪ଟା ଯାଏଁ ଗୃହ ମୁଲତବୀ…..
ଆହୁରି ୫ଦିନ ଘଡ଼ଘଡ଼ି ସହ ବର୍ଷା…..