ରିପୋର୍ଟ କାର୍ଡ / ମୟୂରଭଞ୍ଜ
ମୟୂରଭଞ୍ଜ ଜିଲ୍ଲାର ପ୍ରସିଦ୍ଧ ଶିମିଳିପାଳ ଅଭୟାରଣ୍ୟକୁ ଗୁରୁବାରଠାରୁ ଜାତୀୟ ଉଦ୍ୟାନ ମାନ୍ୟତା ମିଳିଛି। ଏହା ଆଜି ପର୍ଯ୍ୟନ୍ତ ଜାତୀୟ ଉଦ୍ୟାନ (ନ୍ୟାଶନାଲ)ର ମାନ୍ୟତା ପାଇ ନ ଥିଲା। ତେବେ ଓଡ଼ିଶା ସରକାରଙ୍କ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଚିଠି ନମ୍ବର ୯୫୦୦/୨୪-୪-୨୦୨୫ରେ ଏହାର ବିଜ୍ଞପ୍ତି ପ୍ରକାଶ ପାଇଛି। ଗୁରୁବାର କେନ୍ଦୁଝର ଜିଲ୍ଲା ଗସ୍ତରେ ଆସିଥିବା ଜଙ୍ଗଲ, ପରିବେଶ ତଥା ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଗଣେଶରାମ ଖୁଣ୍ଟିଆ ଏନେଇ ସୂଚନା ଦେଇଛନ୍ତି।






More Stories
ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଜବତ…..
ଫାଇଲ୍ ରିସିଭ୍ ହୋଇଛି, କୁଆଡ଼େ ଗଲା ଜାଣିନାହାନ୍ତି…..
ଛାତ୍ର ସଂସଦ ନିର୍ବାଚନ:ଖର୍ଚ୍ଚରେ ଲାଗିଲା କଟକଣା…..