ରିପୋର୍ଟ କାର୍ଡ / ଭୁବନେଶ୍ୱର
ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ଶିବରାଜ ସିଂ ଚୌହାନ ଆଜି ଓଡ଼ିଶା ଆସୁଛନ୍ତି । କଟକ ଓ ଜଗତସିଂହପୁର ସଂସଦୀୟ କ୍ଷେତ୍ରର ସେ ସମୀକ୍ଷା କରିବେ। ମଧ୍ୟାହ୍ନ ୧୨ଟାରେ ଭୁବନେଶ୍ୱରରେ ପହଞ୍ଚିବା ପରେ ସିଧାସଳଖ ଜଗତସିଂହପୁର ଗସ୍ତ କରିବେ। ଜଗତସିଂହପୁର ଲୋକସଭା ସଂସଦୀୟ କ୍ଷେତ୍ର କାର୍ଯ୍ୟକର୍ତ୍ତା ସମ୍ମିଳନୀରେ ଯୋଗଦେବା ପରେ ଶିବରାଜ ମାଆ ଶାରଳାଙ୍କୁ ଦର୍ଶନ କରି ଆଶୀର୍ବାଦ ନେବେ।ସନ୍ଧ୍ୟାରେ କଟକସ୍ଥିତ ଶାରଳା ଭବନରେ ଅନୁଷ୍ଠିତ କଟକ ସଂସଦୀୟ କ୍ଷେତ୍ର କାର୍ଯ୍ୟକର୍ତ୍ତା ସମ୍ମିଳନୀରେ ଯୋଗ ଦେବେ। ଅଧିଷ୍ଠାତ୍ରୀ ଦେବୀ ମାଆ କଟକ ଚଣ୍ଡୀଙ୍କୁ ଦର୍ଶନ କରିବା ପରେ ଭୁବନେଶ୍ୱର ଫେରିବେ ବୋଲି ଜଣାପଡିଛି |






More Stories
୬ରୁ ସକାଳୁଆ କୋର୍ଟ……
ଶ୍ରୀରାମ ନବମୀରେ ଆଇନ ଶୃଙ୍ଖଳା ବଜାୟ ରଖିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ…..
ବିଦ୍ୟୁତଗ୍ରାହକଙ୍କ ପାଇଁ ଖୁସିଖବର:ବଢ଼ିବନି ବିଲ୍…..