ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜଧାନୀ ଭୁବନେଶ୍ୱରରେ ଗୁଳିମାଡ ହୋଇଛି । ପ୍ରାଥମିକ ସୂଚନା ଅନୁଯାୟୀ ଇନ୍ଫୋ ଭ୍ୟାଲି ଅଞ୍ଚଳରେ ଏହି ଘଟଣା ଘଟିଛି । ଏଥିରେ ଦୁଇଜଣ ଆହତ ହୋଇଛନ୍ତି । ଦେଉଳିଆପାଟଣା ଭାଇ ଭାଇ ମଠରେ ଚାରି ରାଉଣ୍ଡ ଗୁଳି ଫୁଟିଥିଲା । ଏଥିରେ ଦୁଇ ଜଣ ଆହତ ହୋଇଥିଲେ । ଜଣଙ୍କର ଅବସ୍ଥା ସଙ୍କଟାପନ୍ନ ଥିବାରୁ ତାଙ୍କୁ ଚିକିତ୍ସା ପାଇଁ ଏମ୍ସ୍ରେ ଭର୍ତ୍ତି କରାଯାଇଛି । ପୋଲିସ ଏହି ଘଟଣାର ତଦନ୍ତ କରୁଛି ।






More Stories
ଫେବୃଆରୀ ୧୯ରୁ ମାଟ୍ରିକ୍ ପରୀକ୍ଷା…..
ବିଧାୟକଙ୍କୁ ହତ୍ୟା ଧମକ…..
ଏସ୍ଆଇ ପରୀକ୍ଷା ଜାଲିଆତି: ମାଷ୍ଟରମାଇଣ୍ଡ ଗିରଫ……