Report Card Odisha

| Daily Odia News

ପୁଣି ଇଡିରେ ହାଜର ଶ୍ରଦ୍ଧାଞ୍ଜଳି…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ବହୁ ଚର୍ଚ୍ଚିତ ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗ ସହଯୋଗୀ ଶ୍ରଦ୍ଧାଞ୍ଜଳି ବେହେରା ଆଜି ପୁଣି ଇଡିରେ ହାଜର ହୋଇଛନ୍ତି। ଅର୍ଚ୍ଚନା ନାଗ ମାମଲାରେ ଇଡି ଆଜି ଅନେକ ପ୍ରଶ୍ନ କରିବ । ଏହା ପୂର୍ବରୁ ଶ୍ରଦ୍ଧାଞ୍ଜଳିଙ୍କୁ ପଚରାଉଚରା କରିସାରିଛି ଇଡି। ଗତ ବୁଧବାର ଶ୍ରଦ୍ଧାଞ୍ଜଳିଙ୍କୁ ୧୪ ଘଣ୍ଟା ଧରି ଜେରା କରିଥିଲା । ଇଡି ଆଗରେ ଶ୍ରଦ୍ଧାଞ୍ଜଳି ଅନେକ ଗୁମର ଖୋଲିଥିବା ବେଳେ କିଛି ପ୍ରଭାବଶାଳୀ ବ୍ୟକ୍ତିଙ୍କ ନାଁ କହିଥିବା ସୂଚନା ମିଳିଛି|

Breaking News