ରିପୋର୍ଟ କାର୍ଡ / ପୁରୀ
ଶ୍ରୀଜଗନ୍ନାଥ ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ଆସନ୍ତା ଡିସେମ୍ବର ମାସ ସୁଦ୍ଧା ଶେଷ କରିବାକୁ ସରକାର ନିର୍ଦ୍ଦେଶ ଦେଇଛନ୍ତି। ୫-ଟି ସଚିବ ଭି.କେ.ପାଣ୍ଡିଆନ୍ ଆଜି ପୁରୀ ଯାଇ ଶ୍ରୀଜଗନ୍ନାଥ ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ସମୀକ୍ଷା କରିଛନ୍ତି। ଶ୍ରୀକ୍ଷେତ୍ରକୁ ଆସୁଥିବା ଯାତ୍ରୀ ଏବଂ ସେବାୟତଙ୍କ ଦୁଇଚକିଆ ଯାନ ପାର୍କିଂ ପାଇଁ ପର୍ଯ୍ୟାପ୍ତ ବ୍ୟବସ୍ଥା କରିବା ସହ ବାହ୍ୟ ରାସ୍ତାକୁ ଜବରଦଖଲ ମୁକ୍ତ ରଖିବା ପାଇଁ ପ୍ରକଳ୍ପ କାର୍ଯ୍ୟରେ ନିୟୋଜିତ ଅଧିକାରୀମାନଙ୍କୁ ଫାଇଭ୍-ଟି ସଚିବ ନିର୍ଦ୍ଦେଶ ଦେଇଛନ୍ତି। ଏହି ଅବସରରେ ସେ ଆସନ୍ତା ଡିସେମ୍ବର ମାସ ସୁଦ୍ଧା ଏହି ପ୍ରକଳ୍ପ କାର୍ଯ୍ୟ ଶେଷ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।






More Stories
ଆସୁଛି ଦୁଇ ଲଘୁଚାପ:ପ୍ରବଳ ବର୍ଷା ସମ୍ଭାବନା……
କୈଳାସ ମାନସରୋବର ଯାତ୍ରା ଆରମ୍ଭ…..
ଝାରସୁଗୁଡ଼ାରେ ଭୟଙ୍କର ଘୂର୍ଣ୍ଣିଝଡ଼…..