ରିପୋର୍ଟ କାର୍ଡ / ଭୁବନେଶ୍ୱର
ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ସମାଜସେବୀ ଶ୍ରୁତି ମହାପାତ୍ରଙ୍କୁ ନାରୀ ଶକ୍ତି ପୁରସ୍କାର ପ୍ରଦାନ କରାଯାଇଛି । ଶ୍ରୁତିଙ୍କୁ ନାରୀ ଶକ୍ତି ପୁରସ୍କାର ପ୍ରଦାନ କରିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ତେବେ ଆଜି ଏହି ଅନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ଉତ୍ସର୍ଗୀକୃତ ସେବା ପାଇଁ ୨୯ ଜଣ ମହିଳାଙ୍କୁ ସମ୍ମାନ ପ୍ରଦାନ କରାଯାଇଛି ।






More Stories
ବଜେଟ୍ ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ…..
ତୃତୀୟ ଲିଙ୍ଗ ଦେଇପାରିବେ ଓଡ଼ିଶା ସିଭିଲ୍ ସର୍ଭିସ୍ ପରୀକ୍ଷା…..
ପୁଣି ବଢ଼ିଲା ଡ୍ରପ୍ ଆଉଟ୍…..