ରିପୋର୍ଟ କାର୍ଡ / ଭୁବନେଶ୍ୱର
ପୋଲିସ SI ପରୀକ୍ଷା ମହାଘୋଟାଲାରେ ସମ୍ପୃକ୍ତ ଫେରାର ଅଭିଯୁକ୍ତଙ୍କ ବିରୋଧରେ କ୍ରାଇମବ୍ରାଞ୍ଚ ସୋମବାର ଲୁକ ଆଉଟ୍ ସର୍କୁଲାର ଜାରି କରିଛି।ଏପରିକି ସର୍କୁଲାର ଜାରି ପରେ ଶଙ୍କର ପୃଷ୍ଟି, ମୁନ୍ନା ମହାନ୍ତିଙ୍କ ସମେତ ୧୦ ଜଣଙ୍କ ଆକାଉଣ୍ଟକୁ ଫ୍ରିଜ କରିଛି କ୍ରାଇମବ୍ରାଞ୍ଚ। ଅନ୍ୟପକ୍ଷେ ୪ଟି ସ୍ପେଶାଲ ଟିମ୍ ଅଭିଯୁକ୍ତମାନଙ୍କୁ ଧରିବା ପାଇଁ ଝାଡ଼ଖଣ୍ଡ ଓ ବିହାରରେ ଚଢ଼ାଉ କରିଥିବା ସୂଚନା ମିଳିଛି।






More Stories
ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍…..
ବଜେଟ ଫୋକସ୍ରେ ମଧ୍ୟବିତ୍ତ…..
ମୟୂରଭଞ୍ଜ ଗସ୍ତର ରାଷ୍ଟ୍ରପତିଙ୍କ ଅନ୍ତିମଦିନ…..