ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜଧାନୀ ଭୁବନେଶ୍ୱରରେ ପୁଣି କରୋନା କଟକଣା ନିୟମ ଉଲଂଘନ ଅଭିଯୋଗରେ ସିଲିକନ୍ ଶିକ୍ଷାନୁଷ୍ଠାନକୁ ସିଲ୍ କରିଛି ବିଏମସି । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ବିଏମସି ପକ୍ଷରୁ ଏଭଳି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।ଏହି ଶିକ୍ଷାନୁଷ୍ଠାନକୁ ପୂର୍ବରୁ କାରଣ ଦର୍ଶାଅ ନୋଟିସ୍ ଜାରି କରାଯାଇଥିଲା । ଏ ନେଇ ସନ୍ତୋଷଜନକ ଉତ୍ତର ରଖିପାରିଲେନି ଶିକ୍ଷାନୁଷ୍ଠାନ କର୍ତ୍ତୃପକ୍ଷ ।






More Stories
“ମୋ କଣ୍ଠ, ମୋ ପରିଚୟ” ପ୍ରତିଯୋଗିତା ଅନୁଷ୍ଠିତ…..
ସୌମ୍ୟ ହତ୍ୟା ମାମଲା:ମିଳିଲାନି ପ୍ରମାଣ,ମୁକୁଳିଲେ ଅଭିଯୁକ୍ତ…..
କୁଆଖାଇ ନଦୀରେ ଯୁବକ ଭାସିଯିବା ଘଟଣା;ଜଣଙ୍କ ମୃତଦେହ ଉଦ୍ଧାର…..