ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜଧାନୀ ଭୁବନେଶ୍ୱରରେ ପୁଣି କରୋନା କଟକଣା ନିୟମ ଉଲଂଘନ ଅଭିଯୋଗରେ ସିଲିକନ୍ ଶିକ୍ଷାନୁଷ୍ଠାନକୁ ସିଲ୍ କରିଛି ବିଏମସି । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ବିଏମସି ପକ୍ଷରୁ ଏଭଳି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।ଏହି ଶିକ୍ଷାନୁଷ୍ଠାନକୁ ପୂର୍ବରୁ କାରଣ ଦର୍ଶାଅ ନୋଟିସ୍ ଜାରି କରାଯାଇଥିଲା । ଏ ନେଇ ସନ୍ତୋଷଜନକ ଉତ୍ତର ରଖିପାରିଲେନି ଶିକ୍ଷାନୁଷ୍ଠାନ କର୍ତ୍ତୃପକ୍ଷ ।
More Stories
ଦୁଷ୍କର୍ମ ପରେ ଶିଶୁକନ୍ୟାକୁ ହତ୍ୟା….
କାଳବୈଶାଖୀ ଓ୍ବାର୍ନିଂ,୫୦ରୁ ୬୦ କି.ମି.ବେଗରେ ପବନ…..
ଭୁବନେଶ୍ୱରର ଦୁଇ ଷ୍ଟେସନ ନିକଟରୁ ୨ ମୃତଦେହ ଉଦ୍ଧାର…..