ରାଜ୍ୟ ବନ୍ଦ ରହିବ ଶିମିଳିପାଳ…… Report Card Bureau January 29, 2026 ରିପୋର୍ଟ କାର୍ଡ / ବାରିପଦା ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଶିମିଳିପାଳ ଅଭୟାରଣ୍ୟ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶିମିଳିପାଳ ଆସିବାକୁ ଥିବାରୁ ଏହା ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ। ତେବେ ଆସନ୍ତା ଫେବୃଆରୀ ୪ରୁ ୬ ତାରିଖ ପର୍ଯ୍ୟନ୍ତ ଶିମିଳିପାଳ ବନ୍ଦ ରହିବ।Post navigationPrevious ଅଜିତ ପାୱାରଙ୍କ ମୃତ୍ୟୁ ଘଟଣାର ତଦନ୍ତ ହେବ…..Next କ୍ୟାବିନେଟ ବୈଠକରେ ୧୨ ପ୍ରସ୍ତାବକୁ ମଞ୍ଜୁରୀ…..Leave a Reply Cancel replyYour email address will not be published. Required fields are marked *Comment *Name * Email * Website Save my name, email, and website in this browser for the next time I comment. More Stories ରାଜ୍ୟ ସୌମ୍ୟରଞ୍ଜନ ହତ୍ୟାକାଣ୍ଡ ମାମଲା: ଦୁଇଦିନିଆ ରିମାଣ୍ଡରେ ୩ ଅଭିଯୁକ୍ତ….. July 1, 2026 Report Card Bureau 1 min read ରାଜ୍ୟ OAS ଅଧିକାରୀଙ୍କୁ ରଥଯାତ୍ରା ଦାୟିତ୍ୱ…… July 1, 2026 Report Card Bureau 1 min read ରାଜ୍ୟ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ;ପ୍ରବଳ ବର୍ଷୀବ….. June 30, 2026 Report Card Bureau
More Stories
ସୌମ୍ୟରଞ୍ଜନ ହତ୍ୟାକାଣ୍ଡ ମାମଲା: ଦୁଇଦିନିଆ ରିମାଣ୍ଡରେ ୩ ଅଭିଯୁକ୍ତ…..
OAS ଅଧିକାରୀଙ୍କୁ ରଥଯାତ୍ରା ଦାୟିତ୍ୱ……
ସୃଷ୍ଟି ହେଲା ଘୂର୍ଣ୍ଣିବଳୟ;ପ୍ରବଳ ବର୍ଷୀବ…..