Report Card Odisha

| Daily Odia News

୧୨ରୁ ଶିମିଳିପାଳ ଅଭୟାରଣ୍ୟ ବନ୍ଦ ….

ରିପୋର୍ଟ କାର୍ଡ / ମୟୁରଭଞ୍ଜ

ବନ୍ଦ ହେବ ଶିମିଳିପାଳ। ୧୨ ତାରିଖରୁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ହେବ ଶିମିଳିପାଳ ଅଭୟାରଣ୍ୟ। ଅକ୍ଟୋବର ମାସ ପର୍ଯ୍ୟନ୍ତ ବନ୍ଦ ରହିବା ନେଇ ଶୁକ୍ରବାର ବନ ବିଭାଗ ପକ୍ଷରୁ ନୋଟିସ୍ ମିଳିଛି। ବର୍ଷା ଋତୁ ଆସୁଥିବାରୁ ପର୍ଯ୍ୟଟକଙ୍କ ସୁରକ୍ଷା ଦୃଷ୍ଟିରୁ ଅଭୟାରଣ୍ୟ ବନ୍ଦ ରହିବ।

Breaking News