ରିପୋର୍ଟ କାର୍ଡ / ଭୁବନେଶ୍ୱର
ଶିମିଳିପାଳ ବନ୍ଦ। ଆଜି ଓ ଆସନ୍ତାକାଲି ପାଇଁ ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ବନ୍ଦ ରହିଛି। ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ଏଭଳି ନିଷ୍ପତ୍ତି ନିଆଯାଇଛି। ସେପଟେ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ଜାରି ରହିଛି। ରାଜ୍ୟର ବିଭିନ୍ନ ଜିଲ୍ଲାରେ ଆସନ୍ତା ୨୪ ତାରିଖ ଯାଏ କାଳବୈଶାଖୀ ସମ୍ଭାବନା ରହିଛି। କିଛି ସ୍ଥାନରେ ୫୦-୬୦ କି.ମି ବେଗରେ ପବନ ବହିପାରେ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଅନ୍ୟପକ୍ଷରେ କାଳବୈଶାଖୀ ଯୋଗୁ ତାତିରୁ ଆଶ୍ବସ୍ତି ମିଳିବ।






More Stories
ଫେବୃଆରୀ ୧୯ରୁ ମାଟ୍ରିକ୍ ପରୀକ୍ଷା…..
ବିଧାୟକଙ୍କୁ ହତ୍ୟା ଧମକ…..
ଏସ୍ଆଇ ପରୀକ୍ଷା ଜାଲିଆତି: ମାଷ୍ଟରମାଇଣ୍ଡ ଗିରଫ……