ରିପୋର୍ଟ କାର୍ଡ / ଭୁବନେଶ୍ୱର
ଶିମିଳିପାଳ ବନ୍ଦ। ଆଜି ଓ ଆସନ୍ତାକାଲି ପାଇଁ ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ବନ୍ଦ ରହିଛି। ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ଏଭଳି ନିଷ୍ପତ୍ତି ନିଆଯାଇଛି। ସେପଟେ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ଜାରି ରହିଛି। ରାଜ୍ୟର ବିଭିନ୍ନ ଜିଲ୍ଲାରେ ଆସନ୍ତା ୨୪ ତାରିଖ ଯାଏ କାଳବୈଶାଖୀ ସମ୍ଭାବନା ରହିଛି। କିଛି ସ୍ଥାନରେ ୫୦-୬୦ କି.ମି ବେଗରେ ପବନ ବହିପାରେ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଅନ୍ୟପକ୍ଷରେ କାଳବୈଶାଖୀ ଯୋଗୁ ତାତିରୁ ଆଶ୍ବସ୍ତି ମିଳିବ।






More Stories
କ୍ଷମା ମାଗିଲା ଅନଲାଇନ୍ ଡ୍ରାଇଭର ସଂଘ;ଆମେ ଗୁଣ୍ଡା ନୁହେଁ…..
୨୮ ରେ ମିଳିବ ସୁଭଦ୍ରା ଟଙ୍କା…..
ଗାଡ଼ିକୁ ପରିମିଟ୍ ଫି’ ଛାଡ଼…..